• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ

ସୌର ମକର ମାସ ମାଘ  ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ, ରବିବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି – ପୂର୍ଣ୍ଣିମା ରାତ୍ରି ୧୧.୫୮ ଗତେ ପ୍ରତିପଦ ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମେଷ  ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... 

Aquarius

କୁମ୍ଭ

Sunday 05 Feb 2023

ଧନିଷ୍ଠା- ନିର୍ଦ୍ଦିଷ୍ଟ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ ।
ଶତଭିଷା- ଦୂରଯାତ୍ରା,ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ ।  କୌଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ । ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ ।
ପୂ,  ଭାଦ୍ରପଦ- ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖା ଦେଇପାରେ । ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ । ପଡୋଶୀଙ୍କର ପରାମର୍ଶ ଗ୍ରହଣ କରିବେ । ବିଦ୍ୟାର୍ଥୀ  କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :