• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ

ସୌର ମକର ମାସ ମାଘ  ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ, ରବିବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି – ପୂର୍ଣ୍ଣିମା ରାତ୍ରି ୧୧.୫୮ ଗତେ ପ୍ରତିପଦ ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମେଷ  ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... 

Gemini

ମିଥୁନ

Sunday 05 Feb 2023

ମୃଗଶିରା- କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ ।    
ଆଦ୍ରା-  ଜୀବନ ସାଥୀଙ୍କ ସହିତ ସମୟ ବିତାଇବେ । ଅଫିସ୍‌ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । କୌଣସି କାମକୁ ମୂଳରୁ ଆରମ୍ଭ କରିବେ । ଜମିଜମା କାରବାରରେ ଠକାମିରେ ପଡିବେ
ପୁନର୍ବସୁ- ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ । ଜମି ସମସ୍ୟା ସମାଧାନ ହେବ

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :