• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ

ସୌର ମକର ମାସ ମାଘ  ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ, ରବିବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି – ପୂର୍ଣ୍ଣିମା ରାତ୍ରି ୧୧.୫୮ ଗତେ ପ୍ରତିପଦ ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମେଷ  ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... 

Leo

ସିଂହ

Sunday 05 Feb 2023

ମଘା- ଅନ୍ୟର ପରାମର୍ଶ ଆପଣଙ୍କର ଲାଭଦାୟକ ହୋଇପାରେ ।  ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ସରକାରୀ ଚାକିରିଆଙ୍କ କାମରେ ଅଧିକାରୀ ଖୁସି ରହିବେ
ପୂ- ଫାଲ୍‌ଗୁନୀ- ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି । ବେକାରୀଙ୍କୁ ଚାକିରିର ସୁଯୋଗ ଆସିପାରେ । କାର୍ଯ୍ୟରେ ଭାଗ୍ୟର ସହଯୋଗ ପାଇବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ
ଉ- ଫାଲ୍‌ଗୁନୀ- ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । କାମରେ ନୂଆ ପ୍ରଦର୍ଶନ କରିବେ । ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ମନରେ ନୂଆ ଆଶା ସୃଷ୍ଟି ହେବ, ଆପଣ ସକାରତ୍ମକ ରହିବେ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :