• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ

ସୌର ମକର ମାସ ମାଘ  ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ, ରବିବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି – ପୂର୍ଣ୍ଣିମା ରାତ୍ରି ୧୧.୫୮ ଗତେ ପ୍ରତିପଦ ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମେଷ  ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... 

Libra

ତୁଳା

Sunday 05 Feb 2023

ଚିତ୍ରା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।  କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରୀରିକ କ୍ଲେଶ ଦୂର  ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ
ସ୍ୱାତୀ-  ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଗସ୍ତ କରିପାରନ୍ତି। ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆତ୍ମୀୟ ସୂଜନ ଆପଣଙ୍କ ବିରୋଧୀ ହେବେ
ବିଶାଖା- ନିଜ ଲୋକଙ୍କ ବେଖାତିର ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆପଣଙ୍କ ସ୍ଥିତି ବିପର‌୍ୟ୍ୟସ୍ତ ହୋଇପାରେ। କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :