• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ

ସୌର ମକର ମାସ ମାଘ  ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ, ରବିବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି – ପୂର୍ଣ୍ଣିମା ରାତ୍ରି ୧୧.୫୮ ଗତେ ପ୍ରତିପଦ ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମେଷ  ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... 

Scorpio

ବିଛା

Sunday 05 Feb 2023

ବିଶାଖା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୌଭାଗ୍ୟ ପ୍ରଦାନ କରିବ । ବୃତ୍ତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ
ଅନୁରାଧା- ଶିକ୍ଷାର୍ଥୀମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳାମାନେ ଉତ୍ସାହିତ ରହିବେ
ଜ୍ୟୋଷ୍ଠା- ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :