• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ

ସୌର ମକର ମାସ ମାଘ  ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ, ରବିବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି – ପୂର୍ଣ୍ଣିମା ରାତ୍ରି ୧୧.୫୮ ଗତେ ପ୍ରତିପଦ ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମେଷ  ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... 

Sagittarius

ଧନୁ

Sunday 05 Feb 2023

ମୂଳା-  ଚାକିରି କ୍ଷେତ୍ରରେ ନୂଆ ଖବର  ଆସିପାରେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୌଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢିବ ।
ପୂ, ଷାଢା- ଦାମ୍ପତି ଜୀବନ ପ୍ରେମପୂର୍ବକ  ବିତିବ ।  ବନ୍ଧୁ କଲ୍ୟାଣ ସିଦ୍ଧି ହେବ । ବ୍ୟପାର ବୃତ୍ତିରେ ପ୍ରଗତି  ହେବ। ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ ।  ସୁନ୍ଦର କଳ୍ପନାରେ ବିଭୋର ରହିବେ । 
ଉ,  ଷାଢା- କୌଣସି ବଡ ଦାୟିତ୍ୱ ଦେବେ। ମହିଳାଙ୍କ ଭାଗ୍ୟ  ଉଜ୍ଜ୍ୱଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ପୂର୍ବ  ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ

ପ୍ରତିକାର –   ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :