• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ

ସୌର ମକର ମାସ ମାଘ  ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ, ରବିବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି – ପୂର୍ଣ୍ଣିମା ରାତ୍ରି ୧୧.୫୮ ଗତେ ପ୍ରତିପଦ ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମେଷ  ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... 

Capricorn

ମକର

Sunday 05 Feb 2023

ଉ, ଷାଢା- ନିଜର ଶକ୍ତି ଓ ସାମର୍ଥ୍ୟ ପାଇଁ  ସୁନାମ  ଅର୍ଜନ କରିବେ । ଆତ୍ମତୃପ୍ତି ଲାଭ କରିବେ । କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଂଶସିତ ହେବେ । ମହିଳାମାନଙ୍କର ଜୀବନ ସୁଖରେ କଟିବ ।
ଶ୍ରବଣା- ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।  ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ
ଧନିଷ୍ଠା- ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । ସାମାଜିକ ଗଣମାଧ୍ୟମରେ ଦୀର୍ଘଦୀନ ଧରି ରହିବେ ।  କୌଣସି କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :