• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ରାତ୍ରି ୦୨.୧୬ ଗତେ ବୃଷ । ତିଥି- ୮ମୀ ରାତ୍ରି ୧୨.୩୫ ଗତେ ୯ମୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୨.୧୬ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୮.୩୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Wednesday 05 Feb 2025

ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।

ଶତଭିଷା-ଆର୍ôଥକ କ୍ଷେତ୍ରରେ ପରିବର୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।

ପୂ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ ।
 
ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS