• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ରାତ୍ରି ୦୨.୧୬ ଗତେ ବୃଷ । ତିଥି- ୮ମୀ ରାତ୍ରି ୧୨.୩୫ ଗତେ ୯ମୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୨.୧୬ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୮.୩୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Wednesday 05 Feb 2025

ପୂ,ଭାଦ୍ରପଦ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।

ଉ,ଭାଦ୍ରପଦ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।

ରେବତୀ-ଆପଣଙ୍କ ସହ ଭଲ ପଡୁ ନ ଥିବା ବ୍ୟକ୍ତି ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ୍ ହୋଇଯିବ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS