• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ରାତ୍ରି ୦୨.୧୬ ଗତେ ବୃଷ । ତିଥି- ୮ମୀ ରାତ୍ରି ୧୨.୩୫ ଗତେ ୯ମୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୨.୧୬ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୮.୩୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Gemini

ମିଥୁନ

Wednesday 05 Feb 2025

ମୃଗଶିରା- ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ ।

ଆଦ୍ରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।

ପୁନର୍ବସୁ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS