• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ରାତ୍ରି ୦୨.୧୬ ଗତେ ବୃଷ । ତିଥି- ୮ମୀ ରାତ୍ରି ୧୨.୩୫ ଗତେ ୯ମୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୨.୧୬ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୮.୩୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Virgo

କନ୍ୟା

Wednesday 05 Feb 2025

ଉ,ଫଳଗୁନି- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ ।

ହସ୍ତା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ।

ଚିତ୍ରା- କଚେରି ମାମଲାରେ ବିଜୟୀ ହେବେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ ।  ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ  ।

ପ୍ରତିକାର -   ଶ୍ରୀ  ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS