ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ରାତ୍ରି ୦୨.୧୬ ଗତେ ବୃଷ । ତିଥି- ୮ମୀ ରାତ୍ରି ୧୨.୩୫ ଗତେ ୯ମୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୨.୧୬ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୮.୩୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ବିଶାଖା- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ । ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ ।
ଅନୁରାଧା- ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ।
ଜ୍ୟେଷ୍ଠା- ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ ।
ପ୍ରତିକାର – ମା’ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯