Daily Horoscope 5th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ରାତ୍ରି ୦୨.୧୬ ଗତେ ବୃଷ । ତିଥି- ୮ମୀ ରାତ୍ରି ୧୨.୩୫ ଗତେ ୯ମୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୨.୧୬ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୮.୩୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aries

ମେଷ

Wednesday 05 Feb 2025

ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।

କୃତିକା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ

ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ ।
 
ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS