• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୫ ଶୁକ୍ରବାର । ଚନ୍ଦ୍ର- କନ୍ୟା ପ୍ରାତଃ ୦୬.୪୫ ଗତେ ତୁଳା । ତିଥି- ୯ମୀ ରାତ୍ରି ୧୧.୪୬ ଗତେ ୧୦ମୀ । ଘାତଚନ୍ଦ୍ର- ବୃଷ ରାଶିର ପ୍ରାତଃ ୦୬.୪୫ ପର୍ଯ୍ୟନ୍ତ । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Friday 05 Jan 2024

ଅଶ୍ୱନୀ- ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପ୍ରିୟଜନଙ୍କ ସହିତ ମିଳନ ହେବ ।

ଦ୍ୱିଜା- ଅଫିସ୍ କାମରେ ଟେନସନ୍ ଲାଗି ରହିବ । ପୁଅ ଝିଅଙ୍କ କର୍ମ ସ୍ଥିର ହେବା ଫଳରେ ଖୁସି ରହିବେ । ଦୂରଯାତ୍ରାର ସୁଯୋଗ ପାଇବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

କୃତିକା- ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କ ସହିତ ସମୟ ବିତାଇବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।

ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :