• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୫ ଶୁକ୍ରବାର । ଚନ୍ଦ୍ର- କନ୍ୟା ପ୍ରାତଃ ୦୬.୪୫ ଗତେ ତୁଳା । ତିଥି- ୯ମୀ ରାତ୍ରି ୧୧.୪୬ ଗତେ ୧୦ମୀ । ଘାତଚନ୍ଦ୍ର- ବୃଷ ରାଶିର ପ୍ରାତଃ ୦୬.୪୫ ପର୍ଯ୍ୟନ୍ତ । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Friday 05 Jan 2024

ଧନିଷ୍ଠା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ । ପ୍ରେମୀ ଯୁଗଳ ମାନେ ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ପରିବାରରେ ମତାନ୍ତର ମନାନ୍ତର ଦେଖାଦେଇପାରେ ।

ଶତଭିଷା- ନିଜର ବ୍ୟବସାୟ ବିସ୍ତାର ପାଇଁ ଦୃଢ ପଦକ୍ଷପ ନେବେ । ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ଆର୍ଥିକ ସହାୟତା ପାଇପାରନ୍ତି ।

ପୂ,ଭାଦ୍ରପଦ- ନୂତନ ବାହାନ ଆଦି ପ୍ରାପ୍ତ ହେବାର ଯୋଗ ଅଛି । ଯୋତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ।

ପ୍ରତିକାର- ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :