• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୫ ଶୁକ୍ରବାର । ଚନ୍ଦ୍ର- କନ୍ୟା ପ୍ରାତଃ ୦୬.୪୫ ଗତେ ତୁଳା । ତିଥି- ୯ମୀ ରାତ୍ରି ୧୧.୪୬ ଗତେ ୧୦ମୀ । ଘାତଚନ୍ଦ୍ର- ବୃଷ ରାଶିର ପ୍ରାତଃ ୦୬.୪୫ ପର୍ଯ୍ୟନ୍ତ । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Friday 05 Jan 2024

ମୃଗଶିରା- ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ । ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ଆଦ୍ରା- ବ୍ୟବସାୟ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ରାଜନୀତିରେ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ ।

ପୁନର୍ବସୁ- ନୂତନ ଯାନବାହନ କିମ୍ବା ନିଜ ପାଇଁ ନୂତନ ଗୃହ ନିର୍ମାଣ କରିପାରନ୍ତି । ସ୍ୱାଭାବିକ ଭାବେ କଥାକୁ ବିଚାର କରି କାମ କଲେ ଭଲ ହୁଅନ୍ତା । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :