• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୫ ଶୁକ୍ରବାର । ଚନ୍ଦ୍ର- କନ୍ୟା ପ୍ରାତଃ ୦୬.୪୫ ଗତେ ତୁଳା । ତିଥି- ୯ମୀ ରାତ୍ରି ୧୧.୪୬ ଗତେ ୧୦ମୀ । ଘାତଚନ୍ଦ୍ର- ବୃଷ ରାଶିର ପ୍ରାତଃ ୦୬.୪୫ ପର୍ଯ୍ୟନ୍ତ । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Friday 05 Jan 2024

ମଘା- ଜୀବନ ସାଥିଙ୍କ ସହ ବୁଝାମଣାରେ ଅଧିକ ସମୟ କଟାଇପାରନ୍ତି । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ । ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ ।

ପୂ,ଫାଲଗୁନି- ରୋଜଗାର ସମସ୍ୟା ସୁଧୁରିଯିବ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତିହେବ । କର୍ମ କ୍ଷେତ୍ରରେ ବହୁତ ସୁବିଧା ସୁଯୋଗ ପାଇବେ ।

ଉ,ଫାଲଗୁନି- ସ୍ଥିତି ମନ୍ଦ ନ ହେଲେ ମଧ୍ୟ ଅଧିକ ଆଶା କରି ନ ପାଇବା କାରଣରୁ ମନ ଭଲ ରହିବ ନାହିଁ । ଅତୀତ କଥାକୁ ଭାବି ଆଜି ମନଟା ଭଲ ଲାଗିବ ନାହିଁ ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :