• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୫ ଶୁକ୍ରବାର । ଚନ୍ଦ୍ର- କନ୍ୟା ପ୍ରାତଃ ୦୬.୪୫ ଗତେ ତୁଳା । ତିଥି- ୯ମୀ ରାତ୍ରି ୧୧.୪୬ ଗତେ ୧୦ମୀ । ଘାତଚନ୍ଦ୍ର- ବୃଷ ରାଶିର ପ୍ରାତଃ ୦୬.୪୫ ପର୍ଯ୍ୟନ୍ତ । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Friday 05 Jan 2024

ଚିତ୍ରା- ପାରିବାରିକ କ୍ଷେତ୍ରରେ ଧର୍ଯ୍ୟ ଓ ସହନଶୀଖତା କାଏମ ରହିବ । ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ନୂତନ କାର୍ଯ୍ୟାରମ୍ଭ କଲେ ଭୁଲରେ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି ।

ସ୍ୱାତୀ- ଭୁଲ୍ ବୁଝାମଣା ହେତୁ ଅଫିସରେ ସମସ୍ୟା ବଢିପାରେ । ସହକର୍ମୀଙ୍କ ସହାୟତାରେ ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ପରୋକ୍ଷ ଶତ୍ରୁତା କାର୍ଯ୍ୟରେ ବାଧା ସୃଷ୍ଟି କରିବ ।

ବିଶାଖା- ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରିପାରିବେ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି । ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରିପାରନ୍ତି ।

ପ୍ରତିକାର- ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :