• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Jan 2024: ଏହି ରାଶିର ବ୍ୟକ୍ତି ପ୍ରେମ ସମ୍ପର୍କରେ ଅଧିକ ଘନିଷ୍ଠ ହେବେ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୫ ଶୁକ୍ରବାର । ଚନ୍ଦ୍ର- କନ୍ୟା ପ୍ରାତଃ ୦୬.୪୫ ଗତେ ତୁଳା । ତିଥି- ୯ମୀ ରାତ୍ରି ୧୧.୪୬ ଗତେ ୧୦ମୀ । ଘାତଚନ୍ଦ୍ର- ବୃଷ ରାଶିର ପ୍ରାତଃ ୦୬.୪୫ ପର୍ଯ୍ୟନ୍ତ । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Friday 05 Jan 2024

ଉ,ଷାଢା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ । ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି ।

ଶ୍ରବଣା- ସରକାରୀ କ୍ଷେତ୍ରରେ ସଫଳ ହେବେ । କ୍ରୀଡା, ପ୍ରନ୍ଦ୍ୱନ୍ଦିତା , ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜ ଗୋଡରେ ନୁଜେ ଠିଆ ହେବାକୁ ସାହାସ ବାନ୍ଧିବେ ।

ଧନିଷ୍ଠା- ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନେଯାଗ ଦେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହେବ ।

ପ୍ରତିକାର- ମା’ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :