• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th January 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Thursday 05 Jan 2023

ଅଶ୍ୱନୀ – ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

କୃତିକା – ଏକାଡେମିକ୍ କାର‌୍ୟ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଆୟର ଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର - ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :