• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th January 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Thursday 05 Jan 2023

କୃତିକା -ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ 

ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।

ମୃଗଶିରା – ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :