ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ଧନିଷ୍ଠା – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ଶତଭିଷା – ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ
ପୂ , ଭାଦ୍ରପଦ – ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮