• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th January 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Thursday 05 Jan 2023

ପୁନର୍ବସୁ - ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ

ପୁଷ୍ୟା – ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ

ଅଶ୍ଳେଷା - ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିର ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :