ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ଉ , ଫାଲଗୁନୀ – ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।
ହସ୍ତା – ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।
ଚିତ୍ରା – ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫