ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ବିଶାଖା – ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ
ଅନୁରାଧା – ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି
ଜ୍ୟେଷ୍ଠା – ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯