ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ
ପୂ , ଷାଢା – ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ
ଉ , ଷାଢା – ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩