ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ଉ , ଷାଢା - ପୁରାତନ ରୋଗରୁ ଉପଶମ ମିଳିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର୍ୟ୍ୟରେ ସଫଳତା ପାଇବେ
ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି
ଧନିଷ୍ଠା – ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।
ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮