ଦୂରଯାତ୍ରା ଶୁଭପ୍ରଦ ହେବ। ପ୍ରେମ ଜୀବନରେ ରୋମାଞ୍ଚ ବୃଦ୍ଧି ପାଇବ । ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।