• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th January 2025: ଆଜି ଏହି ରାଶିର ବ୍ୟକ୍ତି ବିଦେଶ ଭ୍ରମଣ କରିପାରନ୍ତି...

ଦୂରଯାତ୍ରା ଶୁଭପ୍ରଦ ହେବ। ପ୍ରେମ ଜୀବନରେ ରୋମାଞ୍ଚ ବୃଦ୍ଧି ପାଇବ । ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।

Cancer

କର୍କଟ

Sunday 05 Jan 2025

ପୁନର୍ବସୁ- ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁ ନ ଥିବା ବନ୍ଧୁଟି ନିକଟକୁ ଆସିବେ । ମାନସିକ ଅସ୍ଥିରତା କାରଣରୁ କର୍ମ କ୍ଷେତ୍ରରେ ଅଶାନ୍ତି ଲାଗିପାରେ ।

ପୁଷ୍ୟା- ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ।

ଅଶ୍ଳେଷା- ନୂତନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ସମୟ ଅତିବାହିତ ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ପରିବାର ସଦସ୍ୟଙ୍କ ଆଶାପୂରଣ ଓ ଯାତ୍ରାରେ ସଫଳତା ପାଇବେ ।

ପ୍ରତିକାର – କୌଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :