• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Taurus

ବୃଷ

Wednesday 05 Jul 2023

କୃତିକା- କୌଣସି କଥାକୁ ଠିକ୍ ଭାବେ ବିଚାର ନ କରି ଓ ଭୁଲ୍ ନିଷ୍ପତ୍ତି ନେଇ ପରେ ଅନୁତାପ କରିପାରନ୍ତି । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ

ରୋହିଣୀ- ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାମତ୍କ କାର‌୍ୟ୍ୟରେ ଅଗ୍ରଗତି ଘଟିବ। ସ୍ବାସ୍ଥ୍ୟ ପ୍ରତି ଗୁରୁତ୍ୱ ନ ଦେଲେ ହଇରାଣ ହେବେ।

ମୃଗଶିରା-ଶତ୍ରୁତା କାରଣରୁ ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ଦୀର୍ଘଦିନର ଆଶା ପୂରଣ ହୋଇପାରେ । ଧାତୁ,ଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :