• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Pisces

ମୀନ

Wednesday 05 Jul 2023

ପୂ, ଭାଦ୍ରପଦ- ଲଢ଼େଇ କରି ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଯାନ୍ତ୍ରିକ ତ୍ରୁଟି କାରଣରୁ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ହେବ ନାହିଁ।

ଉ, ଭାଦ୍ରପଦ- ଶିଳ୍ପ, ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହେବ। ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ହେତୁ କିଛିଟା ବ୍ୟତିକ୍ରମ ଅବଶ୍ୟ ପରିଲକ୍ଷିତ ହେବ।

ରେବତୀ- ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଦିନଟି ଏକପ୍ରକାର ଭଲରେ ଅତିବାହିତ ହେବ। ସହକର୍ମୀ ମାନଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟା ଗୁଡ଼ିକ ସୁଧୁରି ଯିବ। ନିକଟ ସମ୍ପର୍କୀୟମାନଙ୍କଠାରୁ ପରାମର୍ଶ ନେବା ଭଲ ହେବ

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :