• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Cancer

କର୍କଟ

Wednesday 05 Jul 2023

ପୁନର୍ବସୁ- ପରିବାରରେ ଯୋଜନାଗୁଡିକ ଠିକ୍ଭାବେ ସମ୍ପୂର୍ଣ୍ଣ ହେବ ନାହିଁ । ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡ଼ିବ । ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ।

ପୁଷ୍ୟା- ଚାହୁଁଥିବା ଦିଗରୁ ଅର୍ଥ ସହଯୋଗ ଆଶା ଭଣ୍ଡୁର ହୋଇଯିବ। କର୍ମକ୍ଷେତ୍ରରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ଦୀର୍ଘଦିନର ପୁରୁଣା ରୋଗ ସକାଶେ ବିଶେଷ ଚିନ୍ତିତ ରହିପାରନ୍ତି।

ଅଶ୍ଳେଷା- ଗୁରୁତ୍ୱପୂର୍ଣ୍ଣ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି। ବିବାଦୀୟ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିବେ। ପାରିଶ୍ରମିକ ମନ ଲାଖି ନହେବା କାରଣରୁ ମନ ବିଷାଦଗ୍ରସ୍ତ ହୋଇପାରେ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :