• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Libra

ତୁଳା

Wednesday 05 Jul 2023

ଚିତ୍ରା- କର୍ମକ୍ଷେତ୍ରର ସମସ୍ୟା ଦୃଢ଼ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକ ସନ୍ଦେହ ପରିସରକୁ ଆସିଯିବେ। ପୂର୍ବ ଶତ୍ରୁତା କାରଣରୁ ବିବାଦୀୟ ଘଟଣାର ଦେଖାଦେବ

ସ୍ୱାତୀ- ବ୍ୟବସାୟରେ ଉଚ୍ଚ ଫଳ ପ୍ରାପ୍ତି ହେବ । ମହିଳାମାନେ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣ ହେବେ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିପାରନ୍ତି । ପରିବହନରେ ସ୍ଥିତି ମାନ୍ଦା ହେବନାହଁ।

ବିଶାଖା- ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ସହକର୍ମୀର ମନୋଭାବ ବଦଳିଯାଇପାରେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :