• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Scorpio

ବିଛା

Wednesday 05 Jul 2023

ବିଶାଖା- ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଭିତରେ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଅନୁକୂଳ ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ।

ଅନୁରାଧା- ବ୍ୟବସାୟରେ ବ୍ୟସ୍ତ ରହିବେ, ମାତ୍ର ବିଶେଷ ଭାବରେ ଲାଭବାନ୍ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସାମାନ୍ୟ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି।

ଜ୍ୟୋଷ୍ଠା- ଆଶା ପୂରଣ ହେବାରେ ଜଣେ ସହକର୍ମୀ ସାହାଯ୍ୟ କରିବେ। ଅଭାବ, ଅଶାନ୍ତି ମଧ୍ୟରେ ସମୟ କାଟିବାକୁ ବାଧ୍ୟ ହୋଇପାରନ୍ତି । ଆପଣଙ୍କ ଧୈର‌୍ୟ୍ୟ, ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସାହାଯ୍ୟ କରିବ

ପ୍ରତିକାର – ମାଆ ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :