• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Sagittarius

ଧନୁ

Wednesday 05 Jul 2023

ମୂଳା- ନିଜର ବ୍ୟବହାର‌୍ୟ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। କର୍ମକ୍ଷେତ୍ରରେ ଅବହେଳିତ କାର‌୍ୟ୍ୟ ସକାଶେ ଉତ୍ତରଦାୟୀ ହେବାକୁ ପଡ଼ିପାରେ।

ପୂ, ଷାଢା- ଅସାବଧାନତା କାରଣରୁ ଧନହାନି ଘଟିପାରେ। ବୟସ୍କଙ୍କ କଥା ନ ମାନିଲେ ସମସ୍ୟାର ସମ୍ମୁଖୀନ ହେବେ । ପ୍ରଚଣ୍ଡ ଖରା କାରଣରୁ ଶାରୀରିକ ସୁସ୍ଥତା ବ୍ୟାହତ ହୋଇପାରେ।

ଉ, ଷାଢା- ଶିକ୍ଷା, ଲେଖାପଢ଼ା ତଥା ସନ୍ତାନଙ୍କ କ୍ଷେତ୍ରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ପ୍ରତି ଅତିରିକ୍ତ ଆନ୍ତରିକତା ସମସ୍ୟା ସମାଧାନରେ ସହାୟକ ହେବ। ଆନୁଷ୍ଠାନିକ କାମ ସକାଶେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :