• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Capricorn

ମକର

Wednesday 05 Jul 2023

ଉ, ଷାଢା- ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ଖର୍ଚ୍ଚରୁ ପରିବାରରେ ମତଭେଦ ତୀବ୍ର ହେବା ଆଶଙ୍କା ରହିଛି। ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ

ଶ୍ରବଣା- କାର‌୍ୟ୍ୟବ୍ୟସ୍ତତା କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। ଆପଣଙ୍କ ସୁବିଧା ଓ ଅସୁବିଧାର ସମୀକ୍ଷା କରି ଘରଲୋକ ବ୍ୟସ୍ତବିବ୍ରତ ହୋଇପାରନ୍ତି।

ଧନିଷ୍ଠା- ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ତାହାର ପଥରୋଧ କରିବ। ବ୍ୟବସାୟିକ ଦିଗଟି ଗତାନୁଗତିକ ରୀତିରେ ଗଡ଼ିଚାଲିବ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :