Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Aries

ମେଷ

Wednesday 05 Jul 2023

ଅଶ୍ୱନୀ-ଅସୁବିଧାରେ ଥିଲେ ମଧ୍ୟ ନିଜ ପରିସର ଲୋକଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ । ଭୋଗବିଳାସ, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍ ସକାଶେ ମନ ବଳାଇବେ।

ଦ୍ୱିଜା- କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ। ଅତୀତ ଘଟଣାର ସମୀକ୍ଷା କରିବେ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ।

କୃତିକା- ବାଣିଜ୍ୟରେ ଉନ୍ନତି ଘଟିବ। ଅଫିସରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆଜିର କାମରେ ଲକ୍ଷ୍ୟ ହାସଲ ସକାଶେ କୂଟନୀତି ଅବଲମ୍ବନ କରିବେ।

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :