• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତି ପାଇପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ।ତିଥି- ଅମାବାସ୍ୟା ରାତ୍ରି ୦୪.୨୭ ଗତେ ପ୍ରତିପଦ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୪.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Aries

ମେଷ

Friday 05 Jul 2024

ଅଶ୍ୱନୀ- ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ

ଦ୍ୱିଜା- ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍ରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ

କୃତିକା- ଅଦାଲତରେ ଜୟଯୁକ୍ତ ହେବେ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ

ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :