• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତି ପାଇପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ।ତିଥି- ଅମାବାସ୍ୟା ରାତ୍ରି ୦୪.୨୭ ଗତେ ପ୍ରତିପଦ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୪.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Taurus

ବୃଷ

Friday 05 Jul 2024

କୃତିକା- ସ୍ବାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ସୃଷ୍ଟି କରିପାରେ। ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସହମତି ଭିତ୍ତିରେ କାମ କରିବା ଭଲ।

ରୋହିଣୀ- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଅଫିସ୍ କାମରେ ଅବହେଳା ଦେବାକୁ ପଡ଼ିପାରେ । କ୍ୟାରିୟର ପ୍ରତି ସଚେତନ ହେବେ ।

ମୃଗଶିରା- ଅପୂରଣୀୟ ଆଶା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି। ସବୁ କିଛି ଭୁଲି ଅନ୍ୟମାନଙ୍କୁ ଆପଣେଇନେବେ। କଥା ଓ କାମରେ ଫରକ ରହିଲେ ମଧ୍ୟ ମୁହଁ ସାମ୍ନାରେ କହିପାରିବେ ନାହିଁ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :