• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତି ପାଇପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ।ତିଥି- ଅମାବାସ୍ୟା ରାତ୍ରି ୦୪.୨୭ ଗତେ ପ୍ରତିପଦ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୪.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Pisces

ମୀନ

Friday 05 Jul 2024

ପୂ,ଭାଦ୍ରପଦ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଲୋକପ୍ରିୟତା ରହିଥିବାରୁ କଠିନତର କାମକୁ ମଧ୍ୟ ସହଜରେ କରିପାରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର‌୍ୟ୍ୟହାସଲ ପୂର୍ବକ ଉପକୃତ ହେବେ।

ଉ,ଭାଦ୍ରପଦ- ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି । ହାତ ଉଧାରି ଟଙ୍କା ଅନ୍ୟକୁ ଦେଇ କଳହକୁ ଡାକିପାରନ୍ତି ।

ରେବତୀ- ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ବନ୍ଧୁ ପରିଜନଙ୍କ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :