• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତି ପାଇପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ।ତିଥି- ଅମାବାସ୍ୟା ରାତ୍ରି ୦୪.୨୭ ଗତେ ପ୍ରତିପଦ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୪.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Cancer

କର୍କଟ

Friday 05 Jul 2024

ପୁନର୍ବସୁ- ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହି ନ ପାରେ। ବାଣିଜ୍ୟ ବ୍ୟବସାୟରେ ଶିଥିଳତା ଦେଖାଦେବ ।

ପୁଷ୍ୟା- ଛାତ୍ରୀ ମାନେ ପଢାରେ ଆଗକୁ ଯିବେ । ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇପାରନ୍ତି । କ୍ୟାରିୟର ପାଇଁ ବିଦେଶ ଯିବାର ସୁଯୋଗ ପାଇ ପାରନ୍ତି ।

ଅଶ୍ଲେଷା- ଅନ୍ୟମନସ୍କ ଜନିତ କୌଣସି ଭୁଲ୍ କାମକରି ଅନୁତପ୍ତ ହେବାକୁ ପଡ଼ିପାରେ। ପଦପଦବୀ ଲାଭ ସାଙ୍ଗକୁ ଲକ୍ଷ୍ୟ ହାସଲ ଦିଗରେ ଆଗେଇ ଚାଲିବେ । ସାହିତ୍ୟ ଚର୍ଚ୍ଚା, ମନୋରଞ୍ଜନ, ପ୍ରଶାସନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :