• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତି ପାଇପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ।ତିଥି- ଅମାବାସ୍ୟା ରାତ୍ରି ୦୪.୨୭ ଗତେ ପ୍ରତିପଦ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୪.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Virgo

କନ୍ୟା

Friday 05 Jul 2024

ଉ,ଫଳଗୁନି- ପରିବାରରେ ନୂତନ ସଦଶ୍ୟଙ୍କର ଆଗମନ ହୋଇପାରେ । ବିଭିନ୍ନ ପ୍ରକାର ସୁଖ ଓ ବିଳାସବ୍ୟସନ ଦିଗକୁ ମନ ଚାହିଁବ। ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ।

ହସ୍ତା- ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି ପାଇବେ। ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ। ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ

ଚିତ୍ରା- ହଠାତ୍ କୈାଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ। ଲେଖାପଢ଼ା ତଥା ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :