• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତି ପାଇପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ।ତିଥି- ଅମାବାସ୍ୟା ରାତ୍ରି ୦୪.୨୭ ଗତେ ପ୍ରତିପଦ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୪.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Libra

ତୁଳା

Friday 05 Jul 2024

ଚିତ୍ରା- ବନ୍ଧୁ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ

ସ୍ୱାତୀ- ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।

ବିଶାଖା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାକୁ ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :