ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ।ତିଥି- ଅମାବାସ୍ୟା ରାତ୍ରି ୦୪.୨୭ ଗତେ ପ୍ରତିପଦ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୪.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ
ମୂଳା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାଶ୍ୱର୍ିକ ପରିସି୍ଥତି ଭଲ ରହିବାରୁ ଖୁସି ରହିବେ । କାମ କାର୍ଯ୍ୟ ମାମଲାରେ ଦୂର ସ୍ଥାନକୁ ଯିବାକୁ ପଡିବ ।
ପୂ,ଷାଢା- ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ ।
ଉ,ଷାଢା- ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବବ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । ମାଲିମକଦ୍ଦମାରେ ବିଜୟୀ ହେବା ସହ ଜୀବନ ଆନନ୍ଦମୟ ହେବ
ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩