• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତି ପାଇପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ।ତିଥି- ଅମାବାସ୍ୟା ରାତ୍ରି ୦୪.୨୭ ଗତେ ପ୍ରତିପଦ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ରାତ୍ରି ୦୪.୦୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Aquarius

କୁମ୍ଭ

Friday 05 Jul 2024

ଧନିଷ୍ଠା- ପରିବାରରେ ତିକ୍ତତା ଦେଖାଦେଇ ପାରେ । ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି

ଶତଭିଷା- ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିୟୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର‌୍ୟ୍ୟ ପାଇବେ

ପୂ,ଭାଦ୍ରପଦ- ପିତାମାତାଙ୍କ ସହଯୋଗ ପାଇବେ । କୋର୍ଟର ଶୁଣାରେ ମନ ଆନନ୍ଦିତ ରହିବ । ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର‌୍ୟ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :