Daily Horoscope 5th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ପ୍ରାତଃ ୦୬.୩୯ ଗତେ ୨ୟା ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମିଥୁନ, ପୁଷ୍କର ଦୋଷ – ପ୍ରାତଃ ୦୬.୩୯ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Aries

ମେଷ

Monday 05 Jun 2023

ଅଶ୍ୱନୀ- ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର‌୍ୟ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ ।

ଦ୍ୱିଜା- ପରିବାରର ସହମତିରେ ନୂତନ କର୍ମାରମ୍ଭ  କରିପାରନ୍ତି । କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ। 

କୃତିକା- ସାମୟିକ ମନରେ ଅଶାନ୍ତି ସୃଷ୍ଟି ହେଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଛାତ୍ରଛାତ୍ରୀ ମାନେ ପଢା ପାଇଁ ବିଦେଶକୁ ଯାଇପାରନ୍ତି ।

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :