• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ

Aries

ମେଷ

Wednesday 05 Jun 2024

ଅଶ୍ୱନୀ- କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ । କୈାଣସି ଅସ୍ଥାୟୀ କାର‌୍ୟ୍ୟ ସ୍ଥାୟୀ ହୋଇପାରେ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ

ଦ୍ୱିଜା- ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ

କୃତିକା- ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି ବନ୍ଧୁଙ୍କୁ । ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।

ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :