• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ

Taurus

ବୃଷ

Wednesday 05 Jun 2024

କୃତିକା- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ ।

ରୋହିଣୀ- କାରବାରରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ 

ମୃଗଶିରା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧୀ ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ ।

ପ୍ରତିକାର – ଶୁକ୍ରଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :