ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ
ଧନିଷ୍ଠା- କୌଣସି କାର୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ
ଶତଭିଷା- ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ
ପୂ,ଭାଦ୍ରପଦ- ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ୟ୍ୟକୁ ପୁରା କରିବାରେ ସକ୍ଷମ ହେବେ
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮