• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ

Pisces

ମୀନ

Wednesday 05 Jun 2024

ପୂ,ଭାଦ୍ରପଦ- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ଉ,ଭାଦ୍ରପଦ- କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ରେବତୀ- ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ

ପ୍ରତିକାର – ବୃହସ୍ପତିଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :